Advertisment

General Election 2024: ୨୪ ମହାସମର ପାଇଁ ଦିନ ଧାର୍ଯ୍ୟ; ଓଡ଼ିଶାରେ ଏହି ଦିନ ଏଇଠି ହେବ ଭୋଟ..ଜାଣନ୍ତୁ..

ଓଡ଼ିଶାରେ ୪ ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ। ମେ ୧୩, ମେ ୨୦, ମେ ୨୫ ଏବଂ ଜୁନ୍‌ ୧ରେ ହେବ ଭୋଟ ଗ୍ରହଣ। ମେ’ ୧୩ରେ ୨୮ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ।

ଅଦ୍ୟତନ ହୋଇଛି
Election Dates Odisha 2024

Election Dates Odisha 2024

Advertisment

ଅପେକ୍ଷାର ଅନ୍ତ ଘଟିଲା। ଘୋଷଣା ହେଲା ୨୦୨୪ ସାଧାରଣ ନିର୍ବାଚନ ତାରିଖ। ଦିଲ୍ଲୀର ବିଜ୍ଞାନ ଭବନରେ ପ୍ରେସମିଟ୍‌ ଜରିଆରେ ନିର୍ବାଚନ କମିଶନଙ୍କ ଏନେଇ ଘୋଷଣା କରିଛନ୍ତି। ଓଡ଼ିଶା ଲୋକସଭା ଓ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି CEC।

Advertisment

ଓଡ଼ିଶାରେ ୪ ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ। ମେ ୧୩, ମେ ୨୦, ମେ ୨୫ ଏବଂ ଜୁନ୍‌ ୧ରେ ହେବ ଭୋଟ ଗ୍ରହଣ। ମେ’ ୧୩ରେ ୨୮ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ। ଏହା ବ୍ୟତୀତ ମେ’ ୨୦ରେ ୩୫ଟି ବିଧାନସଭା ଆସନ, ମେ’ ୨୫ରେ ୪୨ଟି ବିଧାନସଭା ଆସନ ଓ ଜୁନ୍‌ ୧ରେ ୪୨ଟି ବିଧାନସଭା କ୍ଷେତ୍ରରେ ଭୋଟ ଗ୍ରହଣ ହେବ।

ଓଡ଼ିଶାର ଲୋକସଭା ଭୋଟ କେଉଁଠି କେଉଁଦିନ

ମେ’ ୧୩- କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ

ମେ’ ୨୦- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକା

ମେ’ ୨୫- ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର

ଜୁନ୍‌ ୧- ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର

ଓଡ଼ିଶାର ବିଧାନସଭା ଭୋଟ କେଉଁଠି କେଉଁଦିନ

ମେ’ ୧୩ରେ କେଉଁଠି ଭୋଟ

ନୂଆପଡ଼ା, ଖଡ଼ିଆଳ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟାଙ୍ଗୀ, ମାଲକାନଗିରି, ଚିତ୍ରକୋଣ୍ଡା

Advertisment

ମେ’ ୨୦ରେ କେଉଁଠି ଭୋଟ

ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଂଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଂଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଂଜିଳି

ମେ’ ୨୫ରେ କେଉଁଠି ଭୋଟ

କୁଚିଣ୍ଡା, ରେଂଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ କଟକ, ଚୌଦ୍ୱାର କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼

Advertisment

ଜୁନ୍‌ ୧ରେ କେଉଁଠି ଭୋଟ

ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳୀ, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା

Election Commission Odisha Politics General Elections 2024 Election Dates
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ