Advertisment

ନିର୍ବାଚନୀ ହିଂସା ! ବ୍ରହ୍ମପୁର ଗୋଷାଣୀ ନୂଆଗାଁରେ ପ୍ରଦୀପ-ଶିବଶଙ୍କର ହାତାହାତି

ଶିବଶଙ୍କର ଦାସଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ମାନେ ଇ ଭି ଏମ ସିଲ କୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି।

Ganjam Politics

Ganjam Politics

Advertisment

ବ୍ରହ୍ମପୁର ଗୋଷାଣୀ ନୂଆଗାଁରେ ଦୁଇ ପ୍ରାର୍ଥୀ ହାତାହାତି, ତୁମୁଳକାଣ୍ଡ। ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ସ୍ବାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଥିବା ସୂଚନା । ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା । ଶିବଶଙ୍କର ଦାସ ଗୋଷାଣୀ ନୂଆଗାଁ ଥାନାରେ ଅଟକ ରଖିବା ପରେ ଥାନା ଆଗରେ ତାଙ୍କର ସମର୍ଥକଙ୍କ ହୋହଲ୍ଲା ଦେଖିବାକୁ ମିଳିଛି । ଶିବଶଙ୍କର ଦାସଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ମାନେ ଇ ଭି ଏମ ସିଲ କୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି।

Advertisment

BJD BJP Congress Odisha Politics General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ