Advertisment

ଦ୍ରୌପଦୀଙ୍କ ନାମାଙ୍କନ ବେଳେ ସାମିଲ ହେବ ବିଜେଡି

କାଲି ନାମାଙ୍କନ ଭରିବେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଅଦ୍ୟତନ ହୋଇଛି
Presidential Candidate Nomination

Presidential Candidate Nomination

Advertisment

ଦ୍ରୌପଦୀଙ୍କ ନାମାଙ୍କନ ବେଳେ ସାମିଲ ହେବ BJD। ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ବେଳେ ବିଜେଡି ଉପସ୍ଥିତ ରହିବ। ଏନେଇ ଟ୍ୱିଟ୍ କରି ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମନ୍ତ୍ରୀ ଜଗନ୍ନାଥ ସାରକା ଓ ମନ୍ତ୍ରୀ ଟୁକୁନି ସାହୁ ଉପସ୍ଥିତ ରହିବେ। ନାମାଙ୍କନ ପତ୍ରରେ ସ୍ୱାକ୍ଷର କରିବେ, କାଲି ଉପସ୍ଥିତ ରହିବେ। ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା କଥା ହୋଇଥିବା ନେଇ ନବୀନ କହିଛନ୍ତି। 

Advertisment

ଆସନ୍ତାକାଲି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଭରିବେ ଦ୍ରୌପଦୀ ମୁର୍ମୁ। ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ମିଳିତ ବିରୋଧୀ ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ ସହ ଦ୍ରୌପଦୀଙ୍କର ହେବ ଲଢେଇ। ସଂଖ୍ୟା ଗଣିତକୁ ଦେଖିଲେ ଦ୍ରୌପଦୀଙ୍କ ବିଜୟ ସମ୍ଭାବନା ଅଧିକ ରହିଛି।   

Advertisment

Naveen Patnaik Presidential Poll Draupadi Murmu
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ