OPCC General secretary expelled from party
ଦଳ ବିରୋଧୀ କାର୍ଯ୍ୟ ପାଇଁ ରାଜ୍ୟ କଂଗ୍ରେସର ପୁଣି ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସାଧାରଣ ସଂପାଦକ ଥିବା ନାରାୟଣ ଜେନା ଦଳରୁ ବହିଷ୍କାର କରାଯାଇଛି। ନାରାୟଣ ଜେନାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଥିବା ନେଇ PCC ଶୃଙ୍ଖଳା କମିଟିର ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ଏ ପ୍ରେସ ବିବୃତ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି।
ଆଜି ସନ୍ଧ୍ୟାରେ ବସିଥିବା PCC ଶୃଙ୍ଖଳା କମିଟି ବୈଠକ ବସିଥିଲା। ନାରାୟଣ ଜେନା, ଦଳ, ପିସିସି ସଭାପତିଙ୍କ ବିରୋଧରେ ବିଭିନ୍ନ ଗଣମାଧ୍ୟମରେ କଟୁ ମନ୍ତବ୍ୟ ଦେଇ ଖୋଲାଖୋଲି ଶୃଙ୍ଖଳା ଭଙ୍ଗ କରିଥିବା ଶୃଙ୍ଖଳା କମିଟି ଦର୍ଶାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1689961608.jpg)