Advertisment

୩୦ ଜିଲ୍ଲା ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ବଣ୍ଟନ

ସମସ୍ତ ୩୦ ଜିଲ୍ଲା ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ଅନୁଗୁଳ ଓ ରୋହିତ ପୂଜାରୀଙ୍କୁ ବଲାଙ୍ଗିର ଦାୟିତ୍ୱ ମିଳିଥିବା ବେଳେ ଅନ୍ୟ ମନ୍ତ୍ରୀ ଓ ବିଧାୟକଙ୍କୁ ମଧ୍ୟ ଅନ୍ୟ ସବୁ ଜିଲ୍ଲାର ଦାୟିତ୍ୱ ମିଳିଛି।

ଅଦ୍ୟତନ ହୋଇଛି
Planning Panel Chiefs

Planning panel chiefs for 30 districts appointed by Odisha govt

Advertisment

ରାଜ୍ୟ ସରକାର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାଁ ଘୋଷଣା କରିଛନ୍ତି। ସମସ୍ତ ୩୦ ଜିଲ୍ଲା ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ଅନୁଗୁଳ ଓ ରୋହିତ ପୂଜାରୀଙ୍କୁ ବଲାଙ୍ଗିର ଦାୟିତ୍ୱ ମିଳିଥିବା ବେଳେ ଅନ୍ୟ ମନ୍ତ୍ରୀ ଓ ବିଧାୟକଙ୍କୁ ମଧ୍ୟ ଅନ୍ୟ ସବୁ ଜିଲ୍ଲାର ଦାୟିତ୍ୱ ମିଳିଛି। 

Advertisment

ଜାଣନ୍ତୁ, କେଉଁ ମନ୍ତ୍ରୀ ଓ ବିଧାୟକଙ୍କୁ କେଉଁ ଜିଲ୍ଲାର ଦାୟିତ୍ୱ ମିଳିଛି...

  • ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ଅନୁଗୁଳ
  • ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ବଲାଙ୍ଗିର
  • ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କୁ ବାଲେଶ୍ୱର ଦାୟିତ୍ୱ
  • ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ବରଗଡ଼
  • ଚାନ୍ଦବାଲି ବିଧାୟକ ବ୍ୟୋମକାଶ ରାୟଙ୍କୁ ଭଦ୍ରକ ଦାୟିତ୍ୱ
  • କଣ୍ଟାମାଳ ବିଧାୟକ ମହିଧର ରଣାଙ୍କୁ ବୌଦ୍ଧ ଦାୟିତ୍ୱ
  • ନିଆଳି ବିଧାୟକ ପ୍ରମୋଦ କୁମାର ମଲ୍ଲିକଙ୍କୁ କଟକ ଦାୟିତ୍ୱ
  • ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କୁ ଦେବଗଡ଼ ଦାୟିତ୍ୱ
  • ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମଙ୍କୁ ଢେଙ୍କାନାଳ ଦାୟିତ୍ୱ
  • ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ଗଜପତି ଦାୟିତ୍ୱ
  • ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଗଞ୍ଜାମ ଦାୟିତ୍ୱ
  • ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଜଗତସିଂହପୁର ଦାୟିତ୍ୱ
  • ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କୁ ଯାଜପୁର ଦାୟିତ୍ୱ
  • ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇଙ୍କୁ ଝାରସୁଗୁଡ଼ା ଦାୟିତ୍ୱ
  • ମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି ଦାୟିତ୍ୱ
  • ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ କନ୍ଧମାଳ ଦାୟିତ୍ୱ
  • ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ କେନ୍ଦ୍ରାପଡ଼ା ଦାୟିତ୍ୱ
  • ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କୁ କେନ୍ଦୁଝର ଦାୟିତ୍ୱ
  • ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କୁ ଖୋର୍ଦ୍ଧା ଦାୟିତ୍ୱ
  • କୋରାପୁଟ ବିଧାୟକ ରଘୁ ରାମଙ୍କୁ କୋରାପୁଟ ଦାୟିତ୍ୱ
  • ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି ଦାୟିତ୍ୱ
  • ମନ୍ତ୍ରୀ ଅଶ୍ୱିନୀ ପାତ୍ରଙ୍କୁ ମୟୂରଭଞ୍ଜ ଦାୟିତ୍ୱ
  • ବିଧାୟକ ମନୋହର ରାନ୍ଧାରୀଙ୍କୁ ନବରଙ୍ଗପୁର ଦାୟିତ୍ୱ
  • ମନ୍ତ୍ରୀ ଟୁକୁନି ସାହୁଙ୍କୁ ନୂଆପଡ଼ା ଦାୟିତ୍ୱ
  • ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ପୁରୀ ଦାୟିତ୍ୱ
  • ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ରାୟଗଡ଼ା ଦାୟିତ୍ୱ
  • ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ସମ୍ବଲପୁର ଦାୟିତ୍ୱ
  • ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କୁ ସୁବଣ୍ଣପୁର ଦାୟିତ୍ୱ
  • ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ସୁନ୍ଦରଗଡ଼ ଦାୟିତ୍ୱ ମିଳିଛି।
Odisha Government Planning Committee Chairpersons
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ