Advertisment

ଫେବ୍ରୁଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଜ୍ୟ ବିଜେପି କ୍ୟାମ୍ପ ଚଳଚଂଚଳ ହୋଇଉଠିଛି।

Narendra Modi

Narendra Modi

Advertisment

ଫେବ୍ରୁଆରୀ ୩ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଦିନିକିଆ ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ IIM ସମ୍ବଲପୁରର କାର୍ଯ୍ୟକ୍ରମରେ ଯୋଗଦେବେ। ଆଉ କିଛି ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ବି ରହିଛି। ତାସହ ସାଧାରଣ ସଭାରେ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଯୋଗଦେବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଜ୍ୟ ବିଜେପି କ୍ୟାମ୍ପ ଚଳଚଂଚଳ ହୋଇଉଠିଛି।

Advertisment

Odisha Visit Narendra Modi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ