Advertisment

୨୭ରେ ଆସୁଛନ୍ତି ରାଷ୍ଟ୍ରପତି; ପାରାଦୀପରେ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ

ରାଷ୍ଟ୍ରପତି ପାରାଦୀପ ଆସି ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ।

author-image
Manoranjan Behera
Droupadi Murmu

Droupadi Murmu

ଆସନ୍ତା ୨୭ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ପାରାଦୀପ ଆସି ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ । ପାରାଦୀପ ବନ୍ଦର ପକ୍ଷରୁ ଆୟୋଜନ ହେବାକୁ ଥିବା ବୋଇତ ବନ୍ଦାଣ ଉତ୍ସବରେ ରାଷ୍ଟ୍ରପତି ଯୋଗେ ଦେବାକୁ ଓଡ଼ିଶା ଆସୁଥିବା ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

Advertisment

ରାଷ୍ଟ୍ରପତି ଓଡ଼ିଶା ଆସିବା ନେଇ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ସଂକେତ ଦେଇଥିଲେ । କିନ୍ତୁ ସେତେବେଳ ରାଷ୍ଟ୍ରପତି ଭବନରୁ କୌଣସି ସୂଚନା ମିଳିନଥିଲା । ବର୍ତ୍ତମାନ କିନ୍ତୁ ଏହାକୁ ରାଷ୍ଟ୍ରପତି ଭବନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

President Of India Droupadi Murmu
Advertisment
Advertisment