/odishatv-khabar/media/post_attachments/uploadimage/library/16_9/16_9_0/s_1683701031.jpg)
Prime Minister Narendra Modi likely to visit Odisha
ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୁରୀରେ ଅନୁଷ୍ଠିତ ହେବାକୁ ଥିବା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ର ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେଇପାରନ୍ତି। ଏନେଇ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
Advertisment
ପୃଥ୍ୱୀରାଜ କହିଛନ୍ତି, ‘ବିଭିନ୍ନ ସ୍ଥାନରେ ‘ବନ୍ଦେ ଭାରତ ଏକ୍ସପ୍ରେସ୍’ର ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେଉଛନ୍ତି। ତେଣୁ ଆମେ ସମସ୍ତେ ଆଶା କରୁଛୁ ଓଡ଼ିଶା ରେ ମଧ୍ୟ ‘ବନ୍ଦେ ଭାରତ ଏକ୍ସପ୍ରେସ୍’ର ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବେ। ତେବେ କେଉଁ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଗସ୍ତ କରିବେ ସେନେଇ ଏବେ କିଛି କହିହେବ ନାହିଁ। ତେବେ ରଥଯାତ୍ରା ପୂର୍ବରୁ ‘ବନ୍ଦେ ଭାରତ ଏକ୍ସପ୍ରେସ୍’ର ଲୋକାର୍ପଣ ହେବ ବୋଲି ଆଶା କରାଯାଉଛି।’
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)