Advertisment

ପ୍ରକାଶ ପାଇଲା ପୌରାଧ୍ୟକ୍ଷ ଚୂଡ଼ାନ୍ତ ସଂରକ୍ଷଣ ତାଲିକା

ପୌରସଂସ୍ଥା ଅଧ୍ୟକ୍ଷ ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ୧୦୭ଟି ପୌରସଂସ୍ଥାର ଅଧ୍ୟକ୍ଷ ପଦ ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ବିଜ୍ଞପ୍ତି ପ୍ରକାଶ ପାଇଛି।

Reservation list of 107 Municipalities/NACs

Reservation list of 107 Municipalities/NACs

Advertisment

ପୌରସଂସ୍ଥା ଅଧ୍ୟକ୍ଷ ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ୧୦୭ଟି ପୌରସଂସ୍ଥାର ଅଧ୍ୟକ୍ଷ ପଦ ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ବିଜ୍ଞପ୍ତି ପ୍ରକାଶ ପାଇଛି। ଅନୁସୂଚିତ ଜାତି ମହିଳାଙ୍କ ପାଇଁ ୯ଟି  ଅଧ୍ୟକ୍ଷ ପଦ, ଅନୁସୂଚିତ ଜାତିଙ୍କ ପାଇଁ ୮ଟି ଅଧ୍ୟକ୍ଷ ପଦ ସଂରକ୍ଷିତ ରହିଛି।

Advertisment

ସେହିପରି ଜନଜାତିଙ୍କ ପାଇଁ ୩ଟି ଅଧ୍ୟକ୍ଷ ପଦ, ଜନଜାତି ମହିଳାଙ୍କ ପାଇଁ ୫ଟି ଅଧ୍ୟକ୍ଷ ପଦ ସଂରକ୍ଷିତ ଥିବାବେଳେ ୪୨ଟି ଅଧ୍ୟକ୍ଷ ପଦ ଅସଂରକ୍ଷିତ ରହିଛି।

Reservation list of 107 Municipalities/NACsReservation list of 107 Municipalities/NACs
Reservation list of 107 Municipalities/NACsReservation list of 107 Municipalities/NACs
Reservation list of 107 Municipalities/NACsReservation list of 107 Municipalities/NACs

ସୂଚନାଥାଉ କି, କିଛିଦିନ ପୂର୍ବେ ବ୍ରହ୍ମପୁର, କଟକ, ଭୁବନେଶ୍ୱର ପାଇଁ ଚୂଡ଼ାନ୍ତ ଓ୍ୱାର୍ଡ ସୀମା ନିର୍ଦ୍ଧାରଣ ନେଇ ଖବର ପ୍ରକାଶିତ ହୋଇଥିଲା। ସୀମା ନିର୍ଦ୍ଧାରଣ ସହ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ମଧ୍ୟ ପ୍ରକାଶ ପାଇଥିଲା। ବ୍ରହ୍ମପୁରର ମୋଟ୍ ୪୨ଟି ଓ୍ୱାର୍ଡରୁ ୨୩ଟି ଓ୍ୱାର୍ଡ ସଂରକ୍ଷିତ ରହିଛି । 

Advertisment
Odisha ULB Elections
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ