/odishatv-khabar/media/post_attachments/uploadimage/library/16_9/16_9_0/IMAGE_1675674030.jpg)
Big Jolt To BJD Leader Rabindra Jena
ବିଜେଡି ନେତା ତଥା ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କ ପାଇଁ ବଢ଼ିଲା ଅଡୁଆ। ସିସୋର ଚିଟ୍ଫଣ୍ଡ ଲିଙ୍କ୍ ମାମଲାରେ ଖାରଜ ଆବେଦନକୁ ହାଇକୋର୍ଟ ଅଗ୍ରାହ୍ୟ କରିଛନ୍ତି। ଏହାସହ ମାମଲା ଚାଲିବ ବୋଲି କୋର୍ଟ କହିଛନ୍ତି।
Advertisment
ସୂଚନାଥାଉ କି, ସିସୋର ଲିଙ୍କ୍ରେ CBI ମାମଲା ରଦ୍ଦ ପାଇଁ ରବୀନ୍ଦ୍ର ଜେନା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସିସୋର ଆକାଉଣ୍ଟରୁ ୧.୭୫ କୋଟି ରବିଙ୍କ ଆକାଉଣ୍ଟକୁ ଯାଇଥିବା ଅଭିଯୋଗ ରହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)