/odishatv-khabar/media/post_attachments/uploadimage/library/16_9/16_9_0/IMAGE_1679554268.jpg)
Manmohan Samal
ବଦଳିଲେ ରାଜ୍ୟ ବିଜେପି ମୁଖିଆ । ନୁଆ ବିଜେପି ରାଜ୍ୟ ସଭାପତି ହେଲେ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ । ମନମୋହନଙ୍କୁ ନିଯୁକ୍ତି ଦେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନ ନେଲେ ମନମୋହନ ସାମଲ। ମନମୋହନ ପୂର୍ବରୁ ମଧ୍ୟ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ତୁଲାଇ ଥିଲେ । ରାଜ୍ୟରେ ମେଣ୍ଟ ସରକାର ବେଳେ ମନ୍ତ୍ରୀ ଥିଲେ ମନମୋହନ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)