Advertisment

ରାଜ୍ୟ ବିଜେପିର ନୂଆ ମୁଖିଆ ହେଲେ ମନମୋହନ ସାମଲ

ମନମୋହନ ପୂର୍ବରୁ ମଧ୍ୟ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ତୁଲାଇ ଥିଲେ । ରାଜ୍ୟରେ ମେଣ୍ଟ ସରକାର ବେଳେ ମନ୍ତ୍ରୀ ଥିଲେ ମନମୋହନ ।

ଅଦ୍ୟତନ ହୋଇଛି
BJP Odisha President Manmohan Samal

Manmohan Samal

Advertisment

ବଦଳିଲେ ରାଜ୍ୟ ବିଜେପି ମୁଖିଆ । ନୁଆ ବିଜେପି ରାଜ୍ୟ ସଭାପତି ହେଲେ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ । ମନମୋହନଙ୍କୁ ନିଯୁକ୍ତି ଦେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନ ନେଲେ ମନମୋହନ ସାମଲ। ମନମୋହନ ପୂର୍ବରୁ ମଧ୍ୟ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ତୁଲାଇ ଥିଲେ । ରାଜ୍ୟରେ ମେଣ୍ଟ ସରକାର ବେଳେ ମନ୍ତ୍ରୀ ଥିଲେ ମନମୋହନ ।

Advertisment

BJP BJP President Odisha Politics Odisha BJP President Manmohan Samal
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ