Advertisment

ବଢ଼ୁଛି ବିଜେପି ବଳ; ରାଜ୍ୟ କାର୍ଯ୍ୟାଳୟରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ

ଭଦ୍ରକ ଜିଲ୍ଲା ବାସୁଦେବ ନିର୍ବାଚନ ମଣ୍ଡଳୀର ବିଶିଷ୍ଟ ସମାଜସେବୀ ମନୋଜ କୁମାର ନାୟକ, କଟକ ସଦର ନିର୍ବାଚନ ମଣ୍ଡଳୀର ବିଶିଷ୍ଟ ସମାଜସେବୀ ପ୍ରକାଶ କୁମାର ସେଠୀ ବିଜେପିରେ ହେଲେ ସାମିଲ ହୋଇଛନ୍ତି ।

author-image
Tanmay Kumar Mahalik
ଅଦ୍ୟତନ ହୋଇଛି
Social Workers And Student Leaders Join Odisha BJP

Odisha BJP

ବିଜେପିରେ ସାମିଲ ହେଲେ ଭଦ୍ରକ, କଟକ, କେନ୍ଦ୍ରାପଡ଼ା, କଳାହାଣ୍ଡି ଜିଲ୍ଲାର ବିଶିଷ୍ଟ ସମାଜସେବୀ ଓ ଛାତ୍ରନେତା । ଭଦ୍ରକ ଜିଲ୍ଲା ବାସୁଦେବ ନିର୍ବାଚନ ମଣ୍ଡଳୀର ବିଶିଷ୍ଟ ସମାଜସେବୀ ମନୋଜ କୁମାର ନାୟକ, କଟକ ସଦର ନିର୍ବାଚନ ମଣ୍ଡଳୀର ବିଶିଷ୍ଟ ସମାଜସେବୀ ପ୍ରକାଶ କୁମାର ସେଠୀ ବିଜେପିରେ ହେଲେ ସାମିଲ ହୋଇଛନ୍ତି ।

Advertisment

ବିଜେବି କଲେଜ ଛାତ୍ରସଂସଦ ତଥା ଏନଏସୟୁଆଇ ପୂର୍ବତନ ରାଜ୍ୟ ସମ୍ପାଦକ ସୁପ୍ରିମକୋର୍ଟ ଆଇନଜୀବୀ ସୂର୍ଯ୍ୟକାନ୍ତ ପାଢ଼ୀ, କଳାହାଣ୍ଡି ଜିଲ୍ଲା ଧର୍ମଗଡ ନିର୍ବାଚନ ମଣ୍ଡଳୀ ବାସିନ୍ଦା ତଥା ଯୁବ ଆଇନଜୀବୀ ସଞ୍ଜୀବ ଯୋଶୀ, ଜନ୍ମେଜୟ ରାୟ, ରାଜ୍ୟ ସରକାରଙ୍କ ମତ୍ସ୍ୟ ବିଭାଗର ଅବସରପ୍ରାପ୍ତ ଯୁଗ୍ମ ନିର୍ଦ୍ଦେଶକ ପ୍ରତାପ ରାଉତ ବିଜେପିରେ ହେଲେ ସାମିଲ ହେଲେ।ରାଜ୍ୟ ସଭାପତି ମନମୋହନ ସାମଲ ନୂତନ ସଦସ୍ୟମାନଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ କଲେ ସ୍ୱାଗତ କରିଥିଲେ ।

ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ନିଜ ସମର୍ଥକଙ୍କ ସହ ଦଳରେ ମିଶିଛନ୍ତି ।

Advertisment

BJP
Advertisment
Advertisment