Srimandir
ବଡଦେଉଳରୁ ଖସିଲା ପଥର। ବଡଦେଉଳକୁ ଲାଗି ଥିବା ବରାହ ମନ୍ଦିରରୁ ଖସିଲା ପଥର। ଆଜି ଭୋର ସମୟରେ ପଥର ଖସି ଏକାଦଶୀ ମନ୍ଦିର ଟିଣ ଛାତରେ କଣା ହୋଇଛି। ପଥରକୁ ଶ୍ରୀମନ୍ଦିରର କମାଣ୍ଡର ସଂଗ୍ରହ କରି ଏଏସ୍ଆଇକୁ ସୂଚନା ଦେଇଛନ୍ତି। ଦକ୍ଷିଣ ଘର ପଛ ପାଖ ତଥା ବିମଳା ମନ୍ଦିର ସମ୍ମୁଖରେ ରହିଛି ବରାହ ମନ୍ଦିର । ଏଏସ୍ଆଇ ପକ୍ଷରୁ ଦକ୍ଷିଣ ଘର ଉପର ଅଂଶର ମରାମତି କରାଯାଇଥିଲା।
ବଡ ଦେଉଳରୁ ଖସିଥିବା ପଥରଟିକୁ ଶ୍ରୀମନ୍ଦିରର କମାଣ୍ଡର ସଂଗ୍ରହ କରି ରଖିଛନ୍ତି। ଏନେଇ ଏଏସଆଇକୁ ସୂଚନା ଦେଇଛନ୍ତି। ଦକ୍ଷିଣ ଘର ପଛ ପାଖ ତଥା ବିମଳା ମନ୍ଦିର ସମ୍ମୁଖରେ ରହିଛି ବରାହ ମନ୍ଦିର। ଏଏସ୍ଆଇ ପକ୍ଷରୁ ଦକ୍ଷିଣ ଘର ଉପର ଅଂଶର ମରାମତି କରାଯାଇଥିଲା।
ମାଙ୍କଡ଼ମାନେ ଚଢ଼ିବା ଯୋଗୁ ଏହି ପଥର ଖସିଛି ନା ଆଉ କିଛି କାରଣ ଅଛି ତାହା ଜଣାପଡ଼ିନାହିଁ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Srimandir_1709965057.jpg)