/odishatv-khabar/media/post_attachments/uploadimage/library/16_9/16_9_0/IMAGE_1705650071.jpg)
Budget Session
ଫେବ୍ରୁଆରୀ ୫ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ। ଏହି ଅଧିବେଶନରେ କାମଚଳା ବଜେଟ ଆଗତ କରାଯିବ। ଫେବ୍ରୁଆରୀ ୫ରୁ ୧୩ ପର୍ଯ୍ୟନ୍ତ ଚାଲିବ ଏହି ବଜେଟ୍ ଅଧିବେଶନ। ଏନେଇ ବିଧାନସଭା ପକ୍ଷରୁ ସୂଚନା ଦିଆଯାଇଛି। ୫ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣରୁ ବିଧାନସଭା ଆରମ୍ଭହେବ। ୮ ତାରିଖରେ ବଜେଟ ଉପସ୍ଥାପନ କରାଯିବ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ବିଧାନସଭା ଅଧିବେଶନ।
Advertisment
#ଫେବ୍ରୁଆରୀ_୫ରୁ_ବିଧାନସଭା
-ଫେବ୍ରୁଆରୀ ୫ରୁ ବିଧାନସଭା କାମଚଳା ବଜେଟ ଅଧିବେଶନ
-ଫେବ୍ରୁଆରୀ ୫ରୁ ୧୩ ପର୍ଯ୍ୟନ୍ତ ଚାଲିବ ଅଧିବେଶନ#Odisha#Assembly#BudgetSession#OTVpic.twitter.com/HJqoPhnGYv— ଓଟିଭି (@otvkhabar) January 19, 2024
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)