ପ୍ରୋଟୋକଲ ଭାଙ୍ଗିଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲା କଂଗ୍ରେସ

ରାଜ୍ୟପାଳ ପ୍ରୋଟୋକଲ ଭାଙ୍ଗିଥିବା ଅଭିଯୋଗ କଲା କଂଗ୍ରେସ । ଅଭିଯୋଗ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ ।

The governor has broken the protocol

ରାଜ୍ୟପାଳ ପ୍ରୋଟୋକଲ ଭାଙ୍ଗିଥିବା ଅଭିଯୋଗ କଲା କଂଗ୍ରେସ । ଅଭିଯୋଗ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ । ରାଜ୍ୟପାଳ ନବୀନ ନିବାସକୁ ଯିବା ଦ୍ବାରା ପ୍ରୋଟୋକଲ ଭଙ୍ଗ ହୋଇଛି ବୋଲି କହିଲେ ପଞ୍ଚାନନ ।

ତେବେ ରାଜ୍ୟପାଳ କାହିଁକି ଯାଇଥିଲେ ତାହା ସ୍ପଷ୍ଟ କରନ୍ତୁ ବୋଲି କହିଛନ୍ତି ପଞ୍ଚାନନ । ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ କାହିଁକି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବୋଲି ଉଠିଛି ପ୍ରଶ୍ନ । କେଉଁ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେବାକୁ ଯାଇଥିଲେ ତାହା ସ୍ପଷ୍ଟ କରିବାକୁ କହିଲେ ପଞ୍ଚାନନ ।