Advertisment

ଦିଲ୍ଲୀକୁ ଧୂଳି ଚଟାଇଦେଲା ଚେନ୍ନାଇ

ଦିଲ୍ଲୀ ଦଳ ବ୍ୟାଟିଂ ବିପର୍ଯ୍ୟୟର ସାମ୍ନା କରିଥିଲା।

Chennai vs Delhi

Chennai vs Delhi

Advertisment

ଇଣ୍ଡିଆନ୍ ପ୍ରିମିୟର ଲିଗର ୫୬ତମ ମ୍ୟାଚରେ ଆଜି ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ ଏବଂ କୋଲକାତା ନାଇଟ ରାଇଡର୍ସ। ଭାରତୀୟ ସମୟ ସଂଧ୍ୟା ୭ଟା ୩୦ରେ ଖେଳାଯିବ ମ୍ୟାଚ୍। ଗତକାଲି ୫୫ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ-ଦିଲ୍ଲୀ କ୍ୟାପିଟାଲ୍ସକୁ ୯୧ ରନରେ ପରାସ୍ତ କରିଥିଲା।  ଟସ୍ ଜିତି ଦିଲ୍ଲୀ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।

Advertisment

ଚେନ୍ନାଇ ଦଳ ର୍ନିଦ୍ଧାରିତ ୨୦ ଓଭରରେ ୬ ଓ୍ୱିକେଟ୍ ହରାଇ ୨୦୮ ରନ୍ କରି, ଦିଲ୍ଲୀ ଆଗରେ ୨୦୯ ରନର ବିଜୟ ଲକ୍ଷ୍ୟ ରଖିଥିଲା। ମାତ୍ର ଦିଲ୍ଲୀ ଦଳ ବ୍ୟାଟିଂ ବିପର୍ଯ୍ୟୟର ସାମ୍ନା କରି ୧୧୭ ରନରେ ସମସ୍ତ ଉଇକେଟ୍ ହରାଇ ପରାଜିତ ହୋଇଥିଲା। 

ସେପଟେ ଅନ୍ୟତମ ମ୍ୟାଚରେ ବାଙ୍ଗାଲୋର ଦଳ ହାଇଦ୍ରାବାଦକୁ ୬୭ ରନରେ ପରାସ୍ତ କରିଛି। ବାଙ୍ଗାଲୋର ୧୯୨ ରନ କରିଥିବା ବେଳେ, ହାଇଦ୍ରାବାଦ ଟିମ୍। ୧୯.୨ ବଲରେ ସମସ୍ତ ଓ୍ୱିକେଟ ହରାଇ ମାତ୍ର ୧୨୫ରନ୍ ସଂଗ୍ରହ କରି ପରାସ୍ତ ହୋଇଥିଲା।   

Advertisment
IPL 2022 CSK Vs DC
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ