/odishatv-khabar/media/post_attachments/uploadimage/library/16_9/16_9_0/IMAGE_1688579712.jpg)
India announce squad for T20 series against West Indies
ଆସନ୍ତା ଅଗଷ୍ଟରେ ହେବାକୁ ଥିବା ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ପାଇଁ ଘୋଷଣା ହୋଇଛି ଭାରତୀୟ ଦଳ। ଏଥିରେ ନୂଆ ମୁହଁ ଭାବେ ସ୍ଥାନ ପାଇଛନ୍ତି ଜୟସ୍ବାଲ, ତିଲକ ବର୍ମା, ଉମ୍ରାନ ମଲିକ, ମୁକେଶ କୁମାର। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ସିରିଜରେ ମୈଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ।
Advertisment
ଟି-୨୦ ସ୍ପେଶାଲିଷ୍ଟ ସୂର୍ଯ୍ୟକୁମାରଙ୍କୁ ଉପଅଧିନାୟକ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ୱିକେଟ୍ କିପର ଭାବେ ଈଶାନ କିଶନ ଓ ସଞ୍ଜୁ ସାମସନଙ୍କୁ ସାମିଲ କରାଯାଇଛି। ବିସିସିଆଇ ପକ୍ଷରୁ ଘୋଷିତ ତାଲିକାରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି। ଆସନ୍ତା ମାସ ୩ ତାରିଖରୁ ଆରମ୍ଭ ହେବ ୱେଷ୍ଟଇଣ୍ଡିଜ୍ ସିରିଜ୍।
Alert🚨: #TeamIndia's squad for T20I series against the West Indies announced. https://t.co/AGs92S3tcz
— BCCI (@BCCI) July 5, 2023
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)