Advertisment

ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା

ବିସିସିଆଇ ପକ୍ଷରୁ ଘୋଷିତ ତାଲିକାରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି।

ଅଦ୍ୟତନ ହୋଇଛି
India announce squad for T20 series against West Indies

India announce squad for T20 series against West Indies

Advertisment

ଆସନ୍ତା ଅଗଷ୍ଟରେ ହେବାକୁ ଥିବା ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ପାଇଁ ଘୋଷଣା ହୋଇଛି ଭାରତୀୟ ଦଳ। ଏଥିରେ ନୂଆ ମୁହଁ ଭାବେ ସ୍ଥାନ ପାଇଛନ୍ତି ଜୟସ୍ବାଲ, ତିଲକ ବର୍ମା, ଉମ୍ରାନ ମଲିକ, ମୁକେଶ କୁମାର। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ସିରିଜରେ ମୈଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ।

Advertisment

ଟି-୨୦ ସ୍ପେଶାଲିଷ୍ଟ ସୂର୍ଯ୍ୟକୁମାରଙ୍କୁ ଉପଅଧିନାୟକ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ୱିକେଟ୍ କିପର ଭାବେ ଈଶାନ କିଶନ ଓ ସଞ୍ଜୁ ସାମସନଙ୍କୁ ସାମିଲ କରାଯାଇଛି। ବିସିସିଆଇ ପକ୍ଷରୁ ଘୋଷିତ ତାଲିକାରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି। ଆସନ୍ତା ମାସ ୩ ତାରିଖରୁ ଆରମ୍ଭ ହେବ ୱେଷ୍ଟଇଣ୍ଡିଜ୍ ସିରିଜ୍।

Advertisment

BCCI Cricket T20
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ