Advertisment

Asian Games: ପୁରୁଷ କ୍ରିକେଟରେ ସ୍ୱର୍ଣ୍ଣ ଜିତିଲା ଭାରତ

ଆଫଗାନିସ୍ତାନ ବିପକ୍ଷ ଫାଇନାଲ ମ୍ୟାଚ୍ ବର୍ଷା ଯୋଗୁଁ ଅଧାରୁ ବାତିଲ୍ ହୋଇଥିଲା । ତେବେ ରାଙ୍କିଂ ଅନୁସାରେ ଭାରତକୁ ସ୍ୱର୍ଣ୍ଣ ପଦକ ବିଜେତା ଘୋଷଣା କରାଯାଇଛି । କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିବା ପରେ ଭାରତ ୨୭ ସ୍ୱର୍ଣ୍ଣ, ୩୫ ରୌପ୍ୟ, ୪୦ ବ୍ରୋଞ୍ଜ ସହ ୧୦୨ ପଦକରେ ପହଞ୍ଚିଛି।

ଅଦ୍ୟତନ ହୋଇଛି
India men's cricket won gold

India men's cricket won gold

Advertisment

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ। ପ୍ରଥମ ଥର ପାଇଁ ଏସିଆନ୍ ଗେମ୍ସ ପୁରୁଷ କ୍ରିକେଟରେ ଗୋଲ୍ଡ ମେଡାଲ ଜିତିଲା ଭାରତ । ଆଫଗାନିସ୍ତାନ ବିପକ୍ଷ ଫାଇନାଲ ମ୍ୟାଚ୍ ବର୍ଷା ଯୋଗୁଁ ଅଧାରୁ ବାତିଲ୍ ହୋଇଥିଲା । ତେବେ ରାଙ୍କିଂ ଅନୁସାରେ ଭାରତକୁ ସ୍ୱର୍ଣ୍ଣ ପଦକ ବିଜେତା ଘୋଷଣା କରାଯାଇଛି । କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିବା ପରେ ଭାରତ ୨୭ ସ୍ୱର୍ଣ୍ଣ, ୩୫ ରୌପ୍ୟ, ୪୦ ବ୍ରୋଞ୍ଜ ସହ ୧୦୨ ପଦକରେ ପହଞ୍ଚିଛି।

Advertisment

ଆଜି ଫାଇନାଲ ମ୍ୟାଚ୍‌ରେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ଭାରତ। ବ୍ୟାଟିଂ କରିଥିବା ଅଫଗାନିସ୍ତାନ ପ୍ରଥମରୁ ବ୍ୟାଟିଂ ବିପର୍ଯ୍ୟୟର ସାମ୍ନା କରିଥିଲା। ମାତ୍ର ୧୨ ରନ୍‌ରେ ୩ ୱିକେଟ ହରାଇ ବ୍ୟାକଫୁଟ୍‌ରେ ରହିଥିଲା ଆଫଗାନିସ୍ତାନ। ତେବେ ବର୍ଷା କାରଣରୁ ମ୍ୟାଚ୍‌କୁ ଅଧାରୁ ବାତିଲ କରାଯାଇଥିଲା । ତେବେ ରାଙ୍କିଂ ଅନୁସାରେ ଭାରତକୁ ସ୍ୱର୍ଣ୍ଣ ପଦକ ବିଜେତା ଘୋଷଣା କରାଯାଇଛି ।

Advertisment
India Cricket Gold Medal Asian Games
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ