Advertisment

ପାରା ଏସିଆନ୍ ଗେମ୍ସରେ ପ୍ରମୋଦଙ୍କ କମାଲ, ସୁନା ଜିତି ଫେରିଲେ ଭାରତ

ଭାରତୀୟ ପ୍ରତିଯୋଗୀ ନିତେଶ କୁମାରଙ୍କୁ ହରାଇ ପ୍ରମୋଦ ସ୍ବର୍ଣ୍ଣ ପଦକ ଜିତିଛନ୍ତି

ଅଦ୍ୟତନ ହୋଇଛି
Para Asian Games

Para Asian Games

Advertisment

ପାରା ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତି ଦିଲ୍ଲୀ ଫେରିଛନ୍ତି ଓଡିଆ ପୁଅ ପ୍ରମୋଦ ଭଗତ । ବ୍ୟାଡମିଣ୍ଟନ ସିଙ୍ଗିଲ୍ସରେ ପ୍ରମୋଦ ଜିତିଛନ୍ତି ଗୋଲ୍ଡ ମେଡାଲ । ଭାରତୀୟ ପ୍ରତିଯୋଗୀ ନିତେଶ କୁମାରଙ୍କୁ ହରାଇ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି ।

Advertisment

ପ୍ରଥମ ଥର ପାଇଁ ପାରା ଏସିଆନ ଗେମ୍ସରେ ୩ଟି ପଦକ ହାସଲ କରିଛନ୍ତି ପ୍ରମୋଦ । ସିଙ୍ଗିଲ୍ସ ସହ ମିଶ୍ରିତ ଯୁଗଳରେ କାଂସ୍ୟ ଓ ଯୁଗଳରେ ମଧ୍ୟ କାଂସ୍ୟ ପଦକ ହାସଲ କରିଛନ୍ତି ପ୍ରମୋଦ ଭଗତ ।

Odisha Pramod Bhagat
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ