/odishatv-khabar/media/post_attachments/uploadimage/library/16_9/16_9_0/IMAGE_1697565993.jpg)
Netherlands vs South Africa
ବିଶ୍ୱକପ୍ କ୍ରିକେଟରେ ଆଉ ଏକ ବିପର୍ଯ୍ୟୟ । ନେଦରଲ୍ୟାଣ୍ଡସଠୁ ହାରିଲା ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକା । ଆଜି ଧର୍ମଶାଳାରେ ଖେଳାଯାଇଥିବା ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୩୮ ରନରେ ହରାଇ ଦେଇଛି ନେଦରଲ୍ୟାଣ୍ଡସ ଟିମ୍ । ନେଦରଲାଣ୍ଡ ଟସ ହାରି ପ୍ରଥମେ ବ୍ୟାଟିଂ କରିଥିଲା । ଦଳ ୪୩ ଓଭରରେ ୮ ୱିକେଟ ହରାଇ କରିଥିଲା ୨୪୫ ରନ । ଜବାବରେ ଦକ୍ଷିଣ ଆଫ୍ରିକାର ୪୨ ଦଶମିକ ୫ ଓଭରରେ ୨୦୭ ରନ୍ କରି ଅଲଆଉଟ୍ ହୋଇଯାଇଥିଲା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)