Vastu Tips: ଘର,ଜାଗା କିଣୁଛନ୍ତି କି? କରୁ ନାହାନ୍ତି ତ ଏହି ଭୁଲ୍‌ ?

ଯେଉଁଠାରେ ରାସ୍ତା ଶେଷ ହେଉଛି, ସେପରି ସ୍ଥାନରେ ଜାଗା କିଣନ୍ତୁ ନାହିଁ। ଏହାକୁ ବାସ୍ତୁରେ ଅଶୁଭ ବୋଲି କୁହାଯାଇଛି।

ଯଦି ଘର କିଣୁଛନ୍ତି?

ନିଜେ ଘରଟିଏ କରିବାର ସ୍ୱପ୍ନ ପ୍ରାୟ ସମସ୍ତଙ୍କର ଥାଏ। କିଏ ଘର କିଣିବା ପାଇଁ ଲକ୍ଷ୍ୟ ରଖିଥା’ନ୍ତି ତ କିଏ ଜାଗା କିଣି ନିଜେ ଘର କରିବାକୁ ଇଚ୍ଛା କରନ୍ତି। ସେଥିପାଇଁ ସବୁ ମାସରେ ଅର୍ଥ ବି ସଞ୍ଚୟ କରନ୍ତି। ତେବେ ଘରଟିଏ କିଣିବା ପୂର୍ବରୁ ବା ଜାଗା କିଣି ଘର କରିବା ପୂର୍ବରୁ ବାସ୍ତୁ ପ୍ରତି ଧ୍ୟାନ ଦେବା ଉଚିତ୍ ବୋଲି କୁହାଯାଏ।

କାରଣ ଘର ଅବା ଜାଗାରେ ବାସ୍ତୁଦୋଷ ରହିଲେ ପରବର୍ତ୍ତୀ ସମୟରେ ଘରର ସଦସ୍ୟମାନେ ବିଭିନ୍ନ ପ୍ରକାର ସମସ୍ୟା ଓ ବିପଦର ସମ୍ମୁଖୀନ ହୋଇପାରନ୍ତି। ତା’ହେଲେ ଆସନ୍ତୁ ଜାଣିବା ଘର କିମ୍ୱା ଜାଗା କିଣିବା ପୂର୍ବରୁ କେଉଁ ସବୁ ଦିଗ ପ୍ରତି ଧ୍ୟାନ ଦେବା ଉଚିତ୍‌।