Advertisment

ଆଜିଠୁ ପୁଣି ଭିଜାଇବ ବର୍ଷା ! ଏହିସବୁ ଜିଲ୍ଲାକୁ ସତର୍କ ସୂଚନା...

ଗତ କିଛି ଦିନ ଧରି ଶୁଖିଲା ପାଗ ରହି ଥିବାବେଳେ ଆଜିଠୁ ପୁଣି ଥରେ ବର୍ଷା ଆରମ୍ଭ ହୋଇପାରେ। ଆଜି ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରୋ

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Odisha Rainfall Warning

Alert issued to various states as Odisha to witness incessant rainfall from today

ପୁଣି ଆସୁଛି ବର୍ଷା ! ଗତ କିଛି ଦିନ ଧରି ଶୁଖିଲା ପାଗ ରହି ଥିବାବେଳେ ଆଜିଠୁ ପୁଣି ଥରେ ବର୍ଷା ଆରମ୍ଭ ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଆଜି ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରୋ ବିଶେଷ ଭାବେ ଅନୁଗୁଳ, ଦେବଗଡ଼ ଏବଂ ସମ୍ବଲପୁରରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ଆସନ୍ତା ଦୁଇ ଦିନରେ ଉପକୂଳରୁ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରୋ

ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ସମେତ ସମ୍ବଲପୁର, ବଲାଙ୍ଗିର ଭଳି ୧୬ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛିା

Advertisment

Rainfall Alert Weather Update
Advertisment
Advertisment