ଅଦ୍ୟତନ ହୋଇଛି
Another cyclone may form in the Bay of Bengal
Advertisment
ଆସିପାରେ ବାତ୍ୟା ! ବଙ୍ଗୋପସାଗରରେ ଏକ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି । ବର୍ତ୍ତମାନ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
Advertisment
ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତ ରୂପ ନେଇପାରେ । ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେବାର ସମ୍ଭାବନା ରହିଛି । ଏହାର ୪୮ ଘଣ୍ଟାରେ ତାହା ଆହୁରି ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବାର ପାଣିପାଗ ବିଭାଗ ଅନୁମାନ କରିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1701073335.jpg)