Advertisment

ଆଗକୁ ବଢ଼ିବ ଶୀତ, ଖସିବ ତାପମାତ୍ରା !

କୋହଲା ପାଗ, ମେଘୁଆ ଆକାଶ ଯୋଗୁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକ ତୁଳନାରେ ୨ରୁ ୩ ଡିଗ୍ରୀ ଅଧିକ ରହୁଛି ।

cold wave alert for odisha

cold wave alert for odisha

Advertisment

ଆଗକୁ ବଢ଼ିପାରେ ଶୀତ । ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ଖସିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । କୋହଲା ପାଗ, ମେଘୁଆ ଆକାଶ ଯୋଗୁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକ ତୁଳନାରେ ୨ରୁ ୩ ଡିଗ୍ରୀ ଅଧିକ ରହୁଛି ।

Advertisment

କୋହଲା ପାଗ ପ୍ରଭାବ କମିବା ପରେ ବାଦଲ ହଟିବା ସହ ରାତି ତାପମାତ୍ରା ଆଗାମୀ ଦିନେ ଦୁଇ ଦିନ ଭିତରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି । ଅର୍ଥାତ୍‌ ରାତି ତାପମାତ୍ରା ସ୍ୱାଭାବିକ ସ୍ଥିତିକୁ ଫେରିବାର ସମ୍ଭାବନା ରହିଛି ।

ପାରଦ ଖସିବା ପରେ ରାତି ତାପମାତ୍ରା ସ୍ୱାଭାବିକ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Advertisment

Cold Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ