/odishatv-khabar/media/post_attachments/uploadimage/library/16_9/16_9_0/s_1655268168.jpg)
Conditions favorable for monsoon in Odisha in next 48 hours
୪୮ ଘଣ୍ଟା ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି। ତେଣୁ ୪୮ ଘଣ୍ଟା ମଧ୍ୟରେ ଏହା ଓଡ଼ିଶା ଛୁଇଁପାରେ। ଏନେଇ ଭୁବନେଶ୍ୱର ସ୍ଥତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି।
Advertisment
ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ପ୍ରବେଶ କରିବା ପାଇଁ ପାଗ ଅନୁକୂଳ
— Meteorological Centre, Bhubaneswar (@mcbbsr) June 15, 2022
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)