Conditions favorable for monsoon in Odisha in next 48 hours
Advertisment
୪୮ ଘଣ୍ଟା ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି। ତେଣୁ ୪୮ ଘଣ୍ଟା ମଧ୍ୟରେ ଏହା ଓଡ଼ିଶା ଛୁଇଁପାରେ। ଏନେଇ ଭୁବନେଶ୍ୱର ସ୍ଥତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1655268168.jpg)