Advertisment

ଭୀଷଣ ବାତ୍ୟାରେ ପରିଣତ ହେଲା ‘ହାମୁନ୍’, ଓଡ଼ିଶାରେ ପ୍ରଭାବ ପଡ଼ିବନି...

କାଲି ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ।

ଅଦ୍ୟତନ ହୋଇଛି
Cyclone Hamoon intensified into severe’ cyclonic storm

Cyclone Hamoon intensified into severe’ cyclonic storm

Advertisment

ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ହାମୁନ’ ଭୀଷଣ ବାତ୍ୟାରେ ପରିଣତ ହୋଇଛି । ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ତେବେ ଓଡିଶାରେ ଏହାର ପ୍ରଭାବ ନାହିଁ । ଖାଲି କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । 

Advertisment

ଆସନ୍ତାକାଲି ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ ବୋଲି IMD ଆକଳନ କରିଛି । 

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଜିଲ୍ଲାର କିଛି କିଛି ସ୍ଥାନ, ଅବଶିଷ୍ଟ ଉପକୂଳ ଓଡ଼ିଶା, କେନ୍ଦୁଝର, ଅନୁଗୁଳ,ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କିଛି କିଛି ସ୍ଥାନରେ ସ୍ୱଳ୍ପ ଓ ମଧ୍ୟ ଧରଣର ବର୍ଷା ହୋଇପାରେ । 

Advertisment
Cyclone
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ