Advertisment

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ, ୬ରେ ଲଘୁଚାପକ୍ଷେତ୍ର ସୃଷ୍ଟି ସମ୍ଭାବନା

ଆସନ୍ତା ୬ ତାରିଖ ବେଳେକୁ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Cyclonic Circulation Formed Over South Andaman Sea

Cyclonic Circulation Formed Over South Andaman Sea

Advertisment

ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳ ୫ଟା ୩୦ ମିନିଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।  ଏହା ବାୟୁମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ବେଳେକୁ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।  

Advertisment

ଦିନର ତାତି ପରେ ସଞ୍ଜରେ କାଳବୈଶାଖୀ ଝଡ଼ । ଗତକାଲି କଟକ ଓ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଜୋରରେ ପବନ ସହ ବର୍ଷା ହୋଇଥିଲା । ଗତକାଲି ସଂଧ୍ୟାରୁ ପ୍ରାୟ ୩-୪ ଘଣ୍ଟା ଧରି କାଳବୈଶାଖୀ ବର୍ଷା ଲାଗି ରହିଥଇଲା। ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଥିଲା। ଫଳରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଭିତରେ ଆଶ୍ୱସ୍ତି ଅନୁଭବ କରିଥିଲେ ଲୋକେ ।

Advertisment
Cyclonic Circulation Low Pressure Area
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ