Advertisment

ଆସୁଛି ଆଉ ଏକ ଲଘୁଚାପ !

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୨୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୭ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

ଅଦ୍ୟତନ ହୋଇଛି
Low Pressure Alert

Low Pressure

Advertisment

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ। ଆସନ୍ତା ୨୭ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ସମ୍ଭାବନା। ପାଣିପାଗ ବିଭାଗ ପକ୍ଷରୁ ଏନେଇ ଆକଳନ କରାଯାଇଛି।

Advertisment

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୨୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୭ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Weather Update Bay Of Bengal Low Pressure
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ