Advertisment

୫ ଦିନ ପରେ ରାଜ୍ୟରେ ଆହୁରି ବଢ଼ିବ ତାତି !

୫ ଦିନ ପରେ ରାଜ୍ୟରେ ଆହୁରି ତାତି ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏବେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୪ ଡିଗ୍ରୀ ଅଧିକ ରହୁଛି।

author-image
Rajalaxmi Sahoo
Heat wave condition in odisha

Heat wave condition in odisha

ରାଜ୍ୟରେ ବଢୁଛି ତାତି। କିଛି ସ୍ଥାନରେ ପାରଦ ୩୮ ଡିଗ୍ରୀ ପାର୍‌ କଲାଣି। ଆଗାମୀ ୪ରୁ ୫ଦିନ ଯା‌ଏ ଏଭଳି ସ୍ଥିତି ଲାଗି ରହିବ। ତେବେ ୫ ଦିନ ପରେ ରାଜ୍ୟରେ ଆହୁରି ତାତି ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment

ଆଜି ସକାଳେ ରାଜ୍ୟର କିଛି ସ୍ଥାନରେ କୁହୁଡି ଦେଖିବାକୁ ମିଳିଥିଲା। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏବେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୪ ଡିଗ୍ରୀ ଅଧିକ ରହୁଛି। ଆଗକୁ ତାତି ଆହୁରି ବଢ଼ିବ।  

Advertisment

Heat Wave In Odisha Heat Wave
Advertisment
Advertisment