Advertisment

ହିଟ୍‌ୱେଭ୍ ୱାର୍ଣ୍ଣିଂ: ଏହି ୩ ଦିନ ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ...

ଆଜିଠୁ ରାଜ୍ୟରେ ପୁଣି ବଢିବ ତାପମାତ୍ରା। ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Heat Wave Warning In These Districts Of Odisha

Heat Wave Warning In These Districts Of Odisha

ଆଜିଠୁ ରାଜ୍ୟରେ ପୁଣି ବଢିବ ତାପମାତ୍ରା । ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିସହ ୧୫,୧୬ ଓ ୧୭ ତାରିଖ ପାଇଁ ହିଟ୍‌ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisment

ଆସନ୍ତା ୧୫ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ସୋନପୁର ପାଇଁ ହିଟ୍‌ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରେ ୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ, ବୌଦ୍ଧ, ବଲାଙ୍ଗିରକୁ ହିଟ୍ୱେଭ୍ ୱାର୍ଣ୍ଣି ଜାରି ହୋଇଛି ।

ଆସନ୍ତା ୧୭ ତାରିଖ ପାଇଁ ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗିର ଜିଲ୍ଲା ପାଇଁ ହିଟ୍‌ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି । 

Advertisment

Heat Wave Heat Wave Warning
Advertisment
Advertisment