Advertisment

ଆହୁରି ତାତିବ ! ୧୧ ଜିଲ୍ଲାରେ ହେବ ଭୀଷଣ ଗ୍ରୀଷ୍ମ ପ୍ରବାହ

ସମ୍ଭାବ୍ୟ ସ୍ଥିତିକୁ ଦେଖି ଆଜିଠୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ହିଟୱେଭ୍ ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅଦ୍ୟତନ ହୋଇଛି
undefined

Heat Wave

Advertisment

ଆଜି ବି ଜଳିବ, ଜାଳିବ, କଲବଲ କରିବ ତାତି। ଆସନ୍ତା ୬ ତାରିଖ ଯାଏଁ ଲାଗି ରହିବ ଅସହ୍ୟ ଗ୍ରୀଷ୍ମ ପ୍ରବାହ। ଦିନରେ ଯେତିକି ଗରମ ସହ ଗୁଳୁଗୁଳି ଅନୁଭୁତ ହେଉଛି, ରାତିରେ ବି ଅସ୍ତବ୍ୟସ୍ତ କରିବ। ସମ୍ଭାବ୍ୟ ସ୍ଥିତିକୁ ଦେଖି ଆଜିଠୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ହିଟୱେଭ୍ ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Advertisment

ସେସବୁ ଜିଲ୍ଲା ହେଉଛି, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଟକ, ଭଦ୍ରକ, ଯାଜପୁର, ବଲାଙ୍ଗିର, କଳାହାଣ୍ଡି, ମାଲକାନଗିରି, କୋରାପୁଟ ଏବଂ ଢେଙ୍କାନାଳ। ଏହି ୧୧ଟି ଜିଲ୍ଲାରେ ଦିନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ରାତିରେ ପ୍ରବଳ ଗରମ ଅନୁଭୁତ ହେବ। ଅର୍ଥାତ ସାଧାରଣ ତାପମାତ୍ରାରୁ ଅଧିକ ୩ରୁ ୫ ଡିଗ୍ରୀ ରହିବ। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୁଳୁଗୁଳିର ପ୍ରଭାବ ଅଧିକ ରହିବ।

Heat Wave Weather News
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ