ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ। ଆଜି ରାଜ୍ୟର ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସଂଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ତାସହ ମାଲକାନଗରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ମୟୂରଭଂଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ବର୍ଷା ସଂଭାବନା ରହିଛି । ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ରହିବ।
#Warning for Day-1 to Day-3,
— Meteorological Centre, Bhubaneswar (@mcbbsr) April 7, 2023
Day-4 & Day-5: NIL pic.twitter.com/I0p7z9Y8Jz
#Forecast for Day-1 to Day-5: pic.twitter.com/w4qzi0yz8V
— Meteorological Centre, Bhubaneswar (@mcbbsr) April 7, 2023