Advertisment

କାଳବୈଶାଖୀ ! ରାଜ୍ୟରେ ଆହୁରି ୩ ଦିନ ବର୍ଷିବ

ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ରହିବ।

Weather News

Weather News

Advertisment

ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ। ଆଜି ରାଜ୍ୟର ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସଂଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ତାସହ ମାଲକାନଗରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ମୟୂରଭଂଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ବର୍ଷା ସଂଭାବନା ରହିଛି । ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ରହିବ।

Advertisment
Advertisment

Weather News Thunder Storm
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ