/odishatv-khabar/media/post_attachments/uploadimage/library/16_9/16_9_0/s_1694078645.jpg)
Heavy rain lashes in twin city
ଅସରାଏ ବର୍ଷାରେ ବେହାଲ ଟ୍ୱିନ୍ ସିଟି। ଆଜି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ପାଣି ଲହଡ଼ି ମାରୁଛି। ତଳିଆ ଅଞ୍ଚଳରେ ଲୋକମାନେ ଜଳବନ୍ଦୀ ଅବସ୍ତାରେ ଅଛନ୍ତି।
Advertisment
ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଥିବାରୁ ଜନଜୀବନ ପ୍ରଭାବିତ ହୋଇଛି। କଟକରେ ମଧ୍ୟ ଜୋର୍ ବର୍ଷା ପବନ ହୋଇଛି। ସେପଟେ ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଦିଆଯାଇଛି।
ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି, ବଲାଙ୍ଗିର, ସୋନପୁର, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଅନୁଗୁଳ।
Advertisment
Warning for Day-1 & Day-2:
Day- 3 to Day- 5: NIL pic.twitter.com/nzUXLLeNVW— Meteorological Centre, Bhubaneswar (@mcbbsr) September 7, 2023
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)