Advertisment

ପାଣିପାଗ ବିଭାଗର ସତର୍କ ସୂଚନା- ୫ ଦିନ ପ୍ରବଳ ବର୍ଷିବ !

ଆସନ୍ତା ୫ ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ।  ପ୍ରାକ୍ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବାରୁ ଏହା ପ୍ରଭାବରେ ବର୍ଷା ଲାଗି ରହିବ।

ଅଦ୍ୟତନ ହୋଇଛି
Heavy Rainfall Alert

Heavy Rainfall Alert

Advertisment

ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୫ ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ।  ପ୍ରାକ୍ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବାରୁ ଏହା ପ୍ରଭାବରେ ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Advertisment

ମୌସୁମୀ ଅଗ୍ରସର ପାଇଁ ପ୍ରାକ୍ ମୌସୁମୀ ବାଟ ଫିଟାଉଛି ଏବଂ ଓଡ଼ିଶାର ଅନ୍ୟ ଅଞ୍ଚଳକୁ ମୌସୁମୀ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ଜଣାପଡ଼ିଛି। ତେଣୁ ଆଗାମୀ ୫ ଦିନରେ ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଗତକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ମୌସୁମୀ ପ୍ରଭାବରେ ବର୍ଷା ହୋଇଥିଲା। ବର୍ଷା ଫଳରେ ଉପକୂଳ ଓଡ଼ିଶାରେ ଦିନର ତାତି ଓ ଗୁଳୁଗୁଳି ପାଗରେ ପରିବର୍ତ୍ତନ ହୋଇଛି।

Advertisment

Rain In Odisha Heavy Rainfall Alert Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ