Advertisment

ଆଜିଠୁ ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମୁହାଁ ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଉତ୍ତର ଓଡ଼ିଶାର ଜିଲ୍ଲା  ଗୁଡିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Heavy Rainfall Alert Till Oct 3 In Odisha

Heavy Rainfall Alert Till Oct 3 In Odisha

ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଆଜିଠୁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। କାଲିଠୁ ୩ ତାରିଖ ଯାଏ ଅଧିକାଂଶ ଜିଲ୍ଲାରେ ବର୍ଷା ହୋଇପାରେ।

Advertisment

ଲଘୁଚାପ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମୁହାଁ ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି। 

ଆସନ୍ତାକାଲି ୧୧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ ଓ ମୟୂରଭଞ୍ଜ। 

Advertisment
Rain Alert
Advertisment
Advertisment