Heavy Rainfall Alert Till Oct 3 In Odisha
ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଆଜିଠୁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। କାଲିଠୁ ୩ ତାରିଖ ଯାଏ ଅଧିକାଂଶ ଜିଲ୍ଲାରେ ବର୍ଷା ହୋଇପାରେ।
ଲଘୁଚାପ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମୁହାଁ ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/ws_1696062098.jpg)