Advertisment

ଆଜି ୧୦ ଜିଲ୍ଲାରେ ପ୍ରବଳ ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ...

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Heavy Rainfall Alert To 10 Districts Of Odisha

Heavy Rainfall Alert To 10 Districts Of Odisha

Advertisment

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

Advertisment

ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କଟକରେ ପ୍ରବଳ ବର୍ଷା ହୋଇପାରେ। ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବା ସମ୍ଭାବନା ରହିଛି । 

Advertisment

Rain Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ