Advertisment

୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ, ପ୍ରବଳ ବର୍ଷା ସମ୍ଭାବନା

ଆଜିିଠୁ ୨୬ ତାରିଖ ସକାଳ ଯାଏ ରାଜ୍ୟର ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Heavy Rainfall Likely In 10 Districts Of Odisha

Heavy Rainfall Likely In 10 Districts Of Odisha

Advertisment

ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜିିଠୁ ୨୬ ତାରିଖ ସକାଳ ଯାଏ ରାଜ୍ୟର ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। 

Advertisment

୧୦ ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

ଅନ୍ୟପକ୍ଷେ, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। 

Advertisment
Rain In Odisha Heavy Rainfall Alert Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ