Advertisment

ଆସନ୍ତା ୫ ଦିନ ଯାଏଁ ପ୍ରବଳ ବର୍ଷିବ, ଏସବୁ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ

ସକ୍ରିୟ ଲଘୁଚାପ ଯୋଗୁଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।

author-image
Chandan Shishu
Heavy Rainfall Alert

Heavy Rainfall Alert

ବଙ୍ଗୋପସାଗରରେ ପୁଣି ଲଘୁଚାପ। ପ୍ରଭାବରେ ଆସନ୍ତକାଲିଠୁ ବିସ୍ତୃତ ବର୍ଷା ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶା ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ବର୍ଷା ପରିମାଣ ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ସକ୍ରିୟ ଲଘୁଚାପ ଯୋଗୁଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଂଜ, ଯାଜପୁର, ବଲାଙ୍ଗିର, ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ପ୍ରବଳ ବର୍ଷା ନେଇ ଆଉ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Advertisment

Heavy Rainfall Alert Lowpressure
Advertisment
Advertisment