ଅଦ୍ୟତନ ହୋଇଛି
heavy rain
Advertisment
ଆସୁଛି ଆଉ ଏକ ଲଘୁଚାପ। ଆସନ୍ତାକାଲି ବେଳକୁ ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।
Advertisment
ଅଧିକ ପଢ଼ନ୍ତୁ: ୨୯ରେ ପୁଣି ଲଘୁଚାପ; ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ !
Advertisment
ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ସେହିପରି ୨୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/heavy_rain_1724811798.jpg)