Advertisment

ଭୁବନେଶ୍ୱରରେ କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ଗଛ

ହଠାତ୍‌ ମାଡ଼ି ଆସିଲା ରାଜଧାନୀକୁ ଝଡ଼ ପବନ

ଅଦ୍ୟତନ ହୋଇଛି
undefined

Intense dust storm witnessed in Patia area of Bhubaneswar

Advertisment

ରାଜଧାନୀ ଭୁବନେଶ୍ୱରରେ କାଳବୈଶାଖୀ ତାଣ୍ଡବ ରଚିଛି। ଉତ୍ତର ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ପ୍ରବଳ ଝଡ଼ବର୍ଷା ହୋଇଛି। ପଟିଆ, ପ୍ରଶାନ୍ତି ବିହାର, ଶିଖରଚଣ୍ଡି, ରଘୁନାଥପୁରରେ ଝଡ଼ବର୍ଷା। ପ୍ରଥମେ ପବନ ଧୂଳି ଝଡ଼ ଓ ପରେ ପରେ ଭୀଷଣ ବର୍ଷା। ଧୂଳି ଝଡ଼ ପରେ ପରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି।

Advertisment

ଘଡ଼ଘଡ଼ି ସହ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲାଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ।

Heavy Rainfall Thunderstorm Warning Rainfall
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ