/odishatv-khabar/media/post_attachments/uploadimage/library/16_9/16_9_0/IMAGE_1656909252.jpg)
Low Pressure Area Formed
ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
Advertisment
ଏହାସହ ଜଡିତ ଘୂର୍ଣ୍ଣି ବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏ ବ୍ୟାପିଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣି ବଳୟ ପ୍ରଭାବରେ, ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ #ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଏହା ସହ ଜଡିତ ଘୁର୍ଣ୍ଣି ବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏଁ ବ୍ୟାପିଛି pic.twitter.com/RJbWc4xnHK
— Meteorological Centre, Bhubaneswar (@mcbbsr) July 4, 2022
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)