• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଏହାସହ ଜଡିତ ଘୂର୍ଣ୍ଣି ବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏ ବ୍ୟାପିଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। 

OTV is now on Whatsapp

Join and get latest news update delivered to you via whatsapp

Join Now