Advertisment

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ବର୍ଷା ସମ୍ଭାବନା...

ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Low Pressure Area Formed

Low Pressure Area Formed

Advertisment

ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

Advertisment

ଏହାସହ ଜଡିତ ଘୂର୍ଣ୍ଣି ବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏ ବ୍ୟାପିଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। 

Advertisment

Rain In Odisha Low Pressure Area Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ