Advertisment

ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି, ଆହୁରି ବର୍ଷିବ !

ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରାଯାଇଛି।

Low Pressure Area Formed

Low Pressure Area Formed

Advertisment

ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଉତ୍ତରପଶ୍ଚିମ ଓ ପଶ୍ଚିମକେନ୍ଦ୍ର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରାଯାଇଛି।  

Advertisment

Rain In Odisha Heavy Rainfall Alert Low Pressure Area Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ