Advertisment

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ହେବ ବର୍ଷା

ଆଗାମୀ ୨ ରୁ ୩ ଦିନ ଯାଏଁ ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି ।

author-image
Tanmay Kumar Mahalik
Low-Pressure

Low-Pressure

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨ ରୁ ୩ ଦିନ ଯାଏଁ ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି ।

Advertisment

West Bengal Low Pressure Jharkhand
Advertisment
Advertisment